Bibidha / Nejlevnější knihy
Bibidha

Kód: 44306566

Bibidha

Autor Abasara Beuria

ଅବସର ବେଉରିଆ ରାଜନୀତି ବିଜ୍ଞାନରେ ଏମ୍].ଏ. ଏବଂ କିଛିଦିନ ଅଧ୍ୟାପନା ପରେ ଜଣେ ବ୍ୟାଙ୍କ ଅଫିସରଭାବେ କାର୍ଯ୍ୟ କରି ବିଦେଶ ସେବାରେ ଯୋଗଦାନ କରିଥିଲେ । କୂଟନୀତିଜ୍ଞ ହିସାବରେ ଭାରତର ବହୁ ଗୁରୁତ୍ୱପୂର୍ଣ୍ଣ ଦୂତାବାସରେ ଦକ୍ଷତାର ସହିତ କାର୍ଯ୍ୟ କରିଥିଲେ ଯଥା ଜାପାନ, ମିଆଁମାର, ... celý popis

381


Skladem u dodavatele
Odesíláme za 14-21 dnů
Přidat mezi přání

Mohlo by se vám také líbit

Dárkový poukaz: Radost zaručena

Objednat dárkový poukazVíce informací

Více informací o knize Bibidha

Nákupem získáte 38 bodů

Anotace knihy

ଅବସର ବେଉରିଆ ରାଜନୀତି ବିଜ୍ଞାନରେ ଏମ୍].ଏ. ଏବଂ କିଛିଦିନ ଅଧ୍ୟାପନା ପରେ ଜଣେ ବ୍ୟାଙ୍କ ଅଫିସରଭାବେ କାର୍ଯ୍ୟ କରି ବିଦେଶ ସେବାରେ ଯୋଗଦାନ କରିଥିଲେ । କୂଟନୀତିଜ୍ଞ ହିସାବରେ ଭାରତର ବହୁ ଗୁରୁତ୍ୱପୂର୍ଣ୍ଣ ଦୂତାବାସରେ ଦକ୍ଷତାର ସହିତ କାର୍ଯ୍ୟ କରିଥିଲେ ଯଥା ଜାପାନ, ମିଆଁମାର, ରୁଷିଆ, ଆମେରିକା, ଶ୍ରୀଲଙ୍କା, ୟୁନାଇଟେଡ୍ ଆରବ ଏମିରେଟ୍]ସ (ୟୁଏଇ) ଏବଂ ମାଡାଗାସ୍]କର । ଏଥି ସହିତ ସେ ବହୁ ଦ୍ୱିପାକ୍ଷିକ ଏବଂ ବହୁରାଷ୍ଟ୍ରୀୟ ସମ୍ମିଳନୀରେ ଭାରତୀୟ ଦଳରେ ପ୍ରତିନିଧିତ୍ୱ କରିଥିଲେ । ଛାତ୍ର ଜୀବନରୁ ହିଁ ତାଙ୍କର ସାହିତ୍ୟ ପ୍ରତି ରୁଚି ଥିଲା ଓ ତାଙ୍କର କ୍ଷୁଦ୍ରଗଳ୍ପ ବହୁ ଜନପ୍ରିୟ ପତ୍ରିକାରେ ପ୍ରକାଶ ପାଇଥିଲା । ରବିବାସରୀୟ ସାହିତ୍ୟ ସଂସଦ ଓ ଯୁବ ଲେଖକ ସମ୍ମିଳନୀ ଗଠନ ଓ ପରିଚାଳନାରେ ତାଙ୍କର ବିଶେଷ ଭୂମିକା ରହିଥିଲା । ଅବସର ଗ୍ରହଣ ପରେ ସେ ବର୍ତ୍ତମାନ ଭୁବନେଶ୍ୱର ନିବାସୀ ଓ ନିୟମିତ ଭାବେ ଇଂରାଜୀ ଓ ଓଡ଼ିଆ ସମ୍ବାଦପତ୍ରରେ ସ୍ତମ୍ଭକାର ହିସାବରେ ସୁପରିଚିତ । ବର୍ତ୍ତମାନ ସୁଦ୍ଧା ତାଙ୍କର ୫ଟି ପୁସ୍ତକ ପ୍ରକାଶିତ । ସେ ବହୁ ସାମାଜିକ ଓ ସାଂସ୍କୃତି ସଂଗଠନ ସହିତ ସଂପୃକ୍ତ ।

Parametry knihy

Zařazení knihy Knihy v němčině Sozialwissenschaften, Recht, Wirtschaft Sozialwissenschaften allgemein

381

Oblíbené z jiného soudku



Osobní odběr Praha, Brno a 46053 dalších

Copyright ©2008-26 nejlevnejsi-knihy.cz Všechna práva vyhrazenaSoukromíCookies


Můj účet: Přihlásit se
Všechny knihy světa na jednom místě. Navíc za skvělé ceny.

Nákupní košík ( prázdný )

Vyzvednutí v Balikovně a PPL
boxech
zdarma nad 1 499 Kč.

Nacházíte se: