Drasta / Nejlevnější knihy
Drasta

Kód: 45290266

Drasta

Autor Kahlil Gibran, Manoranjan Pattanayak

ପ୍ରାଚ୍ୟର ଓ ମଧ୍ୟପ୍ରାଚ୍ୟର ଦର୍ଶନର ଅପୂର୍ବ ସମନ୍ୱୟରେ ଏହି ଗ୍ରନ୍ଥଟି ସମୃଦ୍ଧ । ଏହା ଏକ ଅଭିରୁଚି ସମ୍ପନ୍ନ ଗ୍ରନ୍ଥର ମାନ୍ୟତାପ୍ରାପ୍ତ । ଶ୍ରୀମଦ୍ ଭଗବଦ୍ ଗୀତା ଓ ଉପନିଷଦୀୟ ଚିନ୍ତାଧାରାର ଅପୂର୍ବ ସମନ୍ୱୟରେ ଏହା ପରିପୁଷ୍ଟ ।              ଜିବ୍ରାନଙ୍କର "ଦ୍ରଷ୍ଟା" ସହିତ ... celý popis

337


Skladem u dodavatele
Odesíláme za 9-15 dnů
Přidat mezi přání

Mohlo by se vám také líbit

Dárkový poukaz: Radost zaručena

Objednat dárkový poukazVíce informací

Více informací o knize Drasta

Nákupem získáte 34 bodů

Anotace knihy

ପ୍ରାଚ୍ୟର ଓ ମଧ୍ୟପ୍ରାଚ୍ୟର ଦର୍ଶନର ଅପୂର୍ବ ସମନ୍ୱୟରେ ଏହି ଗ୍ରନ୍ଥଟି ସମୃଦ୍ଧ । ଏହା ଏକ ଅଭିରୁଚି ସମ୍ପନ୍ନ ଗ୍ରନ୍ଥର ମାନ୍ୟତାପ୍ରାପ୍ତ । ଶ୍ରୀମଦ୍ ଭଗବଦ୍ ଗୀତା ଓ ଉପନିଷଦୀୟ ଚିନ୍ତାଧାରାର ଅପୂର୍ବ ସମନ୍ୱୟରେ ଏହା ପରିପୁଷ୍ଟ ।

              ଜିବ୍ରାନଙ୍କର "ଦ୍ରଷ୍ଟା" ସହିତ ରବୀନ୍ଦ୍ରନାଥ ଟାଗୋରଙ୍କର "ଗୀତାଂଜଳି"ର ତୁଳନା କରିଛନ୍ତି ନୋବେଲ ବିଜୟୀ ଫରାସୀ ସାହିତ୍ୟିକ ଆଁନ୍ଦ୍ରେଜିଦ୍ । ସିଏ କହିଛନ୍ତି 'ଗୀତାଂଜଳି'ର ପ୍ରାଚ୍ୟ ଏତେ ମଧୁର ସ୍ୱରରେ ଆଉ କେବେ କଥା କହିନି । ଗୀତାଂଜଳି (୧୯୧୩) ଓ ଦ୍ରଷ୍ଟା (୧୯୨୩), ଏହି ଦୁଇଟି କାବ୍ୟଗ୍ରନ୍ଥ ପ୍ରକାଶିତ ହୋଇଛି ଏକ ଯୁଗର ବ୍ୟବଧାନରେ । ଏହି ସମୟର ମଝିରେ ଜଗତ୍‌ବିଖ୍ୟାତ ଦୁଇଜଣଯାକ କବିଙ୍କର ଦେଖା ହୋଇଛି ଏକାଧିକବାର । ସେମାନଙ୍କର ସାକ୍ଷାତକାର ସମ୍ପର୍କରେ ଜିବ୍ରାନ କହନ୍ତି, "ରବୀନ୍ଦ୍ରନାଥ ଟାଗୋରଙ୍କ ସହିତ ମୋର ଦେଖା ହୋଇଛି । ସିଏ ମୋତେ ତାଙ୍କର କେତୋଟି କବିତା ପଢ଼ିକରି ଶୁଣାଇଛନ୍ତି ।"୍‌

              ଜିବ୍ରାନଙ୍କର ଜୀବନୀକାରଙ୍କ ଲେଖାରୁ ଜଣାଯାଏ, ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ ନେଇ ସେମାନଙ୍କ ମଧ୍ୟରେ ଦୀର୍ଘ ଆଲୋଚନା ଓ ମତ ବିନିମୟ ହୋଇଛି ।

              ଜିବ୍ରାନଙ୍କର ଏହି ପ୍ରସିଦ୍ଧ ପୁସ୍ତକଟିର ବିଷୟବସ୍ତୁ ଯାହା ପ୍ରଶ୍ନ-ଉତ୍ତର ଛଳରେ ୨୬ଟି ଗଦ୍ୟ-କବିତା (କାବ୍ୟିକ-ପ୍ରବନ୍ଧ) ମଧ୍ୟ ଦେଇ ଗଢ଼ି ଉଠିଛି । ତାହା ପ୍ରକାଶ ପାଇବା ଏବେ ଶହେ ବର୍ଷ ପୂର୍ଣ୍ଣ ହେଲା । ରେକର୍ଡ଼ ଅନୁସାରେ ୧୯୨୩ ମସିହାରେ ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରଥମ ପ୍ରକାଶନ ପରେ ୨୦୧୨ ମସିହା ପର୍ଯ୍ୟନ୍ତ (୮୯ ବର୍ଷରେ) ଇଂରେଜୀ ବହିର ୯୦ ଲକ୍ଷ କପି ବିକ୍ରୀ ହୋଇଛି । ଏହି ବହିଟିର ଅନୁବାଦ ୧୦୮ ଭାଷାରେ କରାଯାଇଛି । ୯୫ ବର୍ଷର ଇତିହାସରେ ୨୦୧୮ ମସିହା ପର୍ଯ୍ୟନ୍ତ ଇଂରେଜୀ ବହିର ୧୮୮ଟି ମୁଦ୍ରଣ ହୋଇ ସାରିଛି ।

Parametry knihy

Zařazení knihy Knihy v němčině Belletristik Lyrik, Dramatik

337

Oblíbené z jiného soudku



Osobní odběr Praha, Brno a 45991 dalších

Copyright ©2008-26 nejlevnejsi-knihy.cz Všechna práva vyhrazenaSoukromíCookies


Můj účet: Přihlásit se
Všechny knihy světa na jednom místě. Navíc za skvělé ceny.

Nákupní košík ( prázdný )

Vyzvednutí v Balikovně a PPL
boxech
zdarma nad 1 499 Kč.

Nacházíte se: