Ishwaranka Hasa / Nejlevnější knihy
Ishwaranka Hasa

Kód: 44306568

Ishwaranka Hasa

Autor Bigyani Das

ଈଶ୍ୱରଙ୍କ ବିଷୟରେ କିଛି ନଜାଣି ଆମେ ସବୁ ଈଶ୍ୱରଙ୍କୁ ମାନିନେଇଥିଲୁ ଓ ଏବେ ମଧ୍ୟ ସେ ମାନିବା ମନ ଓ ହୃଦୟ ମଧ୍ୟରେ ଜଡିତ ହୋଇ ରହିଯାଇଛି । ପିଲାଟିବେଳୁ ଆମମାନଙ୍କ ମନରେ ଈଶ୍ୱରବିଶ୍ୱାସ ଭରିଦିଆଯାଇଥିଲା । ସେ ନେଇ ପ୍ରତିଦିନର ଅନେକ ବିଧି, ନିୟମ, ଆମେମାନେ ବିନା ପ୍ରଶ୍ନରେ ପାଳନ ... celý popis

360


Skladem u dodavatele
Odesíláme za 14-21 dnů
Přidat mezi přání

Mohlo by se vám také líbit

Dárkový poukaz: Radost zaručena

Objednat dárkový poukazVíce informací

Více informací o knize Ishwaranka Hasa

Nákupem získáte 36 bodů

Anotace knihy

ଈଶ୍ୱରଙ୍କ ବିଷୟରେ କିଛି ନଜାଣି ଆମେ ସବୁ ଈଶ୍ୱରଙ୍କୁ ମାନିନେଇଥିଲୁ ଓ ଏବେ ମଧ୍ୟ ସେ ମାନିବା ମନ ଓ ହୃଦୟ ମଧ୍ୟରେ ଜଡିତ ହୋଇ ରହିଯାଇଛି । ପିଲାଟିବେଳୁ ଆମମାନଙ୍କ ମନରେ ଈଶ୍ୱରବିଶ୍ୱାସ ଭରିଦିଆଯାଇଥିଲା । ସେ ନେଇ ପ୍ରତିଦିନର ଅନେକ ବିଧି, ନିୟମ, ଆମେମାନେ ବିନା ପ୍ରଶ୍ନରେ ପାଳନ କରିଆସୁଥିଲୁ, କେବଳ ଈଶ୍ୱରଙ୍କୁ ଖୁସି କରାଇବା ପାଇଁ । ତାହେଲେ ଈଶ୍ୱର ଆମମାନଙ୍କ ଉପରେ ସନ୍ତୁଷ୍ଟ ହେବେ, ଆଶୀର୍ବାଦ କରିବେ, ଜୀବନରୁ ବାଧାବିଘ୍ନ ଦୂରୀଭୂତ କରିବେ ଓ ଜୀବନକୁ ସୁଖ, ଶାନ୍ତିରେ ଭରିଦେବେ । କିନ୍ତୁ ଯେତେ ପାଳିଲେ ବି ସେମିତି କଣ ହେଉଥିଲା ? ସେମିତି ହେଉଥିଲେ, ବନ୍ୟା, ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟ ସବୁ ଗ୍ରାମ୍ୟ ଜୀବନକୁ ହତାଶାରେ ଭରିଦେଉନଥାନ୍ତା । ହଇଜା, ବସନ୍ତ, କାଛୁ, କୁଣ୍ଡିଆ ରୋଗ କାହାକୁ ହେଉନଥାନ୍ତା କି କେଉଁ ଶିଶୁ ସାମାନ୍ୟ ଝାଡାବାନ୍ତିରେ ଶେଷନିଶ୍ୱାସ ତ୍ୟାଗ କରୁନଥାନ୍ତା । କାହାର ଏକମାତ୍ର ସନ୍ତାନ ସରୀସୃପର ବିଷ ପ୍ରଭାବରେ ମୃତ୍ୟୁ ବରଣ କରୁନଥାନ୍ତା । କେଉଁ ଯୁବତୀ ଯୁବାବସ୍ଥାରେ ବୈଧବ୍ୟ ଦୁଃଖ ଭୋଗୁନଥାନ୍ତା ।

ଏସବୁରୁ ମନେହୁଏ, ଈଶ୍ୱରଙ୍କର ନିଜସ୍ୱ ମନ ଅଛି, ବିବେଚନା ଅଛି, ଚିନ୍ତା ଅଛି । କାହାକୁ କେତେବେଳେ କେମିତି ଭାବେ କେଉଁ ଭୂମିକାରେ ମଞ୍ଚାସୀନ କରେଇବେ, ସେ ଯୋଜନା ତାଙ୍କର । ସେଥିପାଇଁ ଜୀବନରେ ଏମିତି କିଛି ସବୁ ଘଟିଯାଏ, ଯାହା ଅବିଶ୍ୱାସନୀୟ । ସବୁ ଯୁକ୍ତି ଥାଇ ବି ଏମିତି ଅଯୈାକ୍ତିକ ଘଟଣା ଘଟିଯାଏ, ଯାହାକୁ ଆମେ ଈଶ୍ୱରଙ୍କ ଚମତ୍କାରିତା ଭାବେ ବିଚାର କରୁ । ହେଲେ ଏକଥା ସତ, ସବୁ ସମୟରେ ଅତିରୁ ହିଁ ଇତି । ଅତି ସର୍ବତ୍ର ବର୍ଜୟେତ୍‍ । ଅତି ଗର୍ବେ ହତ ଲଙ୍କା, ଅତି ମାନେଶ୍ଚ କୈାରବା, ଅତି ଦାନେ ବଳି ବଧ, ଅତି ସର୍ବତ୍ର ଗର୍ହିତମ୍‍ ।

Parametry knihy

Zařazení knihy Knihy v němčině Belletristik Erzählende Literatur Hauptwerk vor 1945

360

Oblíbené z jiného soudku



Osobní odběr Praha, Brno a 46804 dalších

Copyright ©2008-26 nejlevnejsi-knihy.cz Všechna práva vyhrazenaSoukromíCookies


Můj účet: Přihlásit se
Všechny knihy světa na jednom místě. Navíc za skvělé ceny.

Nákupní košík ( prázdný )

Vyzvednutí v Balikovně a PPL
boxech
zdarma nad 1 499 Kč.

Nacházíte se: