Jain Darshan / Nejlevnější knihy
Jain Darshan

Kód: 37001002

Jain Darshan

Autor Acharya Mahapragyan, Tulasi Jain

             ଆଚାର୍ଯ୍ୟ ମହାପ୍ରଜ୍ଞ ଆଠ ଦଶନ୍ଧିର ସୁଦୀର୍ଘ ସଂଯମ ସାଧନାରେ ନିମଗ୍ନ ଥାଇ ଅନେକ ଗୁଡ଼ିଏ ସୂକ୍ଷ୍ମ ରହସ୍ୟର ଅନାବରଣ କରିଯାଇଛି । ତାଙ୍କ ଜୀବନର ଏକ ସମାଧାୟକ ସୂତ୍ର ହେଉଛି- 'ରହୋ ଭୀତର, ଜୀଓ ବାହର ।' ଜୀବନର ନବମ ଦଶକ ସଂପନ୍ନ ହେବାକୁ ଯାଉଥାଏ, ଦଶମ ଦଶକରେ ପ୍ରବେଶ ... celý popis

642


Skladem u dodavatele
Odesíláme za 9-15 dnů
Přidat mezi přání

Mohlo by se vám také líbit

Dárkový poukaz: Radost zaručena

Objednat dárkový poukazVíce informací

Více informací o knize Jain Darshan

Nákupem získáte 64 bodů

Anotace knihy

             ଆଚାର୍ଯ୍ୟ ମହାପ୍ରଜ୍ଞ ଆଠ ଦଶନ୍ଧିର ସୁଦୀର୍ଘ ସଂଯମ ସାଧନାରେ ନିମଗ୍ନ ଥାଇ ଅନେକ ଗୁଡ଼ିଏ ସୂକ୍ଷ୍ମ ରହସ୍ୟର ଅନାବରଣ କରିଯାଇଛି । ତାଙ୍କ ଜୀବନର ଏକ ସମାଧାୟକ ସୂତ୍ର ହେଉଛି- 'ରହୋ ଭୀତର, ଜୀଓ ବାହର ।' ଜୀବନର ନବମ ଦଶକ ସଂପନ୍ନ ହେବାକୁ ଯାଉଥାଏ, ଦଶମ ଦଶକରେ ପ୍ରବେଶର ପ୍ରସ୍ତୁତି ଚାଲିଥାଏ । ଏହି ମହାର୍ଘ ମୁହୂର୍ତ୍ତର ଅଭିନନ୍ଦନ ପାଇଁ ସମାଜ ବିବିଧ ସ୍ୱପ୍ନ ଦେଖୁଥାଏ । କିନ୍ତୁ ନିୟତି ସାମାଜ୍ୟରେ ଏକ ଭିନ୍ନ ନିୟତି ନିର୍ଦ୍ଧାରିତ ହୋଇ ସାରିଥାଏ । ଅକସ୍ମାତ ୯ ମେ ୨୦୦୯ ଦିନ ପ୍ରଖର ଦ୍ୱିପହରରେ ସେ ସଂସାରରୁ ପ୍ରୟାଣ କରିଦେଲେ । ତାଙ୍କ ଭୌତିକ ଶରୀର ହଜିଗଲା, ରହିଗଲା ଜ୍ଞାନ ଶରୀର, ଯଶଃ ଶରୀର ଓ ଅନୁଭବ ଶରୀର । ସେ ଆମ ସକାଶେ ଏକ ସମୃଦ୍ଧ ବୈଚାରିକ ଐତିହ୍ୟ ଛାଡ଼ି ଦେଇ ଯାଇଛନ୍ତି । ଆଗାମୀ ଶତାବ୍ଦୀ ଗୁଡ଼ିକ ନିଃସନ୍ଦେହ ଏହା ଦ୍ୱାରା ଲାଭାନ୍ୱିତ ହେବେ । ମହାପ୍ରଜ୍ଞ ଜନ୍ମ ଶତାବ୍ଦୀର ଐତିହାସିକ ଅବସରରେ ପ୍ରସ୍ତୁତ 'ଜୈନଦର୍ଶନ: ମନନ ଓ ମୀମାଂସା' ତାଙ୍କ ଦିବ୍ୟ ଚେତନା ସହିତ ସଂପର୍କର ସଶକ୍ତ ଆଲମ୍ବନ ସାଜିଲେ ତାଙ୍କ ପ୍ରତି ଯଥାର୍ଥ ଶ୍ରଦ୍ଧାଞ୍ଜଳି ହୋଇପାରନ୍ତା ।

Parametry knihy

Zařazení knihy Knihy v němčině Geisteswissenschaften, Kunst, Musik Religion/Theologie Religiöse Schriften, Gebete, Gesangbücher, relig. Meditationen

642

Oblíbené z jiného soudku



Osobní odběr Praha, Brno a 46865 dalších

Copyright ©2008-26 nejlevnejsi-knihy.cz Všechna práva vyhrazenaSoukromíCookies


Můj účet: Přihlásit se
Všechny knihy světa na jednom místě. Navíc za skvělé ceny.

Nákupní košík ( prázdný )

Vyzvednutí v Balikovně a PPL
boxech
zdarma nad 1 499 Kč.

Nacházíte se: